କେସିଙ୍ଗା – ୧୨/୩ ଆଜି ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ସୌମ୍ୟ ରଞ୍ଜନ ପ୍ରଧାନ , ଭାରତୀୟ ପ୍ରଶାସନିକ ଅଧିକାରୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, କଳାହାଣ୍ଡିକୁ ବଦଳି ହୋଇଛି l