ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ନେଇ ବିଧାୟକଙ୍କୁ ଦେଲେ ଦାବିପତ୍ର

ଭବାନୀପାଟଣା- ୧୧/୧୧ କଳାହାଣ୍ଡି ଜିଲ୍ଲାର କୋକସରା ବ୍ଲକ ଅଲ୍ ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ସଂଘର ଉପଦେଷ୍ଟା ତଥା ବରିଷ୍ଠ ଶିକ୍ଷକ ସଞ୍ଜୀବ କୁମାର ପାଢ଼ୀ, ବ୍ଲକ ଅଲ୍ ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘର ସମ୍ପାଦକ ବୈକୁଣ୍ଠ ଜାଲ, ସାଧାରଣ ସମ୍ପାଦକ ବେଣୁଧର ନାଏକ, ସହ ସମ୍ପାଦକ ସନାତନ ପଣ୍ଡା ଓ ମିଡ଼ିଆ କୋଡ଼ିନେଟର୍ ଇଶ୍ଵରୀ ପ୍ରସାଦ ଅଗସ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *