କେସିଙ୍ଗା ସାମ୍ବାଦିକ ମହାସଂଘ ତରଫରୁ ସାଧାରଣତନ୍ତ୍ର ଦିବସ ପାଳିତ

କେସିଙ୍ଘା- ୨୬/୧ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସାମ୍ବାଦିକ ମହାସଂଘ ତରଫରୁ ସ୍ଥାନୀୟ ମା କାଳୀ ଷ୍ଟୁଡିଓ ସମ୍ମୁଖରେ ୭୬ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଏହି ଅବସରରେ ମହାସଂଘର କର୍ମକର୍ତ୍ତା ଓ ଅନ୍ୟାନ୍ୟ ସାମ୍ବାଦିକମାନେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମିଷ୍ଟାନ୍ନ ବଣ୍ଟନ କରାଯାଇ ଥିଲା।

Leave a Reply

Your email address will not be published. Required fields are marked *